ଏମିତି କୀର୍ତନ ଜୀବନରେ କେବେ ଦେଖି ନଥିବେ… ଥରେ ବଦଳରେ ୧୦ ଥର ଦେଖିବେ… 96 MILLION ରୁ ଅଧିକ ଲୋକ ଦେଖି ସାରିଲେଣି….

ଇଣ୍ଟରନେଟ୍ ଯୁଗରେ ଲୋକମାନେ ସବୁ କିଛି ଏହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି। କାରଣ ସୋସିଆଲ ମିଡ଼ିଆ ଏମିତି ଏକ ମାଧ୍ୟମ ସାଜି ପାରିଛି ଯାହା ଦ୍ଵାରା ଲୋକେ ଦେଶ ବିଦେଶରେ ଘଟି ଚାଲି ଥିବା ପ୍ରତିଟି ଘଟଣାର ଟିକି ନିଖି ତଥ୍ୟ ମାତ୍ର କିଛି ସେକେଣ୍ଡ ମଧ୍ୟରେ ପାଇ ପାରୁଛନ୍ତି। ଯାହା ଆମକୁ ମୋନରଞ୍ଜନର ଖୋରାକ ମଧ୍ୟ ଯୋଗାଇ ପାରୁଛି। ସେଥି ପାଇଁ ତ ବ୍ୟସ୍ତ ବହୁଳ ଜୀବନରୁ ଯଦି କିଏ ଟିକିଏ ସମୟ ପାଉଛି ସେ ସୋସିଆଲ ମିଡିଆରେ ହିଁ ବ୍ୟସ୍ତ ହୋଇ ଯାଉଛି।

ତେବେ ସୋସିଆଲ ମିଡିଆରେ ବେଳେ ବେଳେ ଏଭଳି କିଛି ଦୃଶ୍ୟ ଦେଖିବା ପାଇଁ ମିଳିଥାଏ ଯାହା ଦେଖିଲେ ଆମକୁ ଖୁବ୍ ପସନ୍ଦ ଆସିଥାଏ ଏଭଳି ଭିଡିଓ ବେଳେ ବେଳେ ସୋସିଆଲ ମିଡିଆରେ ଦେଖିବା ପାଇଁ ମିଳି ଥାଏ ଯାହା ଦେଖିଲେ ଆମକୁ ଏକ ଭିନ୍ନ ଧରଣର ଖୁସି ମିଳି ଥାଏ। ସୋସିଆଲ ମିଡିଆରେ ଆମେ ବିଭିନ୍ନ ପ୍ରକାର ଭିଡିଓ ବାବଦରେ ଅବଗତ ହୋଇ ପାରୁଛୁ। ଯାହା ଆମକୁ ମନୋରଞ୍ଜନ ମଧ୍ୟ ପ୍ରଦାନ କରୁଛି।

ତେବେ ଏହି ସୋସିଆଲ ମିଡ଼ିଆ ମାଧ୍ୟମରେ ବହୁତ୍ ଜିନିଷ ଭାଇରାଲ ମଧ୍ୟ ହେଉଛି ଆଉ ଲୋକେ ରାତାରାତି ଷ୍ଟାର ମଧ୍ୟ ପାଲଟି ଯାଉଛନ୍ତି। ଆଉ କେତେ ବେଳେ ଏହି ସବୁ ଜିନିଷକୁ ଲୋକେ ଭଲ ଦୃଷ୍ଟିରେ ନେଉଛନ୍ତି ତ ଆଉ କେତେ ବେଳେ ଏହି ଲୋକ ମାନେ ଜାଣି ଶୁଣି ଖରାପ୍ ରେ ନେଉଛନ୍ତି। ଆଉ କେତେ ବେଳେ ଏହି ଭାଇରାଲ ଭିଡ଼ିଓ ହିଁ ଲୋକ ମାନଙ୍କ ମନୋରଞ୍ଜନର ଖୋରାକ ମଧ୍ୟ ଯୋଗାଉଛି।ତେବେ ବର୍ତ୍ତମାନ ସମୟରେ ଏକ ଭିଡିଓ ବେଶ୍ ଭାଇରାଲ୍ ହେବାରେ ଲାଗିଛି ଯାହା ଦେଖିଲେ ଆପଣଙ୍କୁ ବେଶ୍ ପସନ୍ଦ ଆସିବ।ଭିଡ଼ିଓଟି ଏବେ ସୋସିଆଲ ମିଡିଆରେ ଏ ମୋବାଇଲରୁ ସେ ମୋବାଇଲକୁ ଘୂରି ବୁଲୁଛି। ଯାହା ଦର୍ଶକ ମାନଙ୍କୁ ମଧ୍ୟ ଖୁବ୍ ପସନ୍ଦ ଆସିଛି।

ଭିଡ଼ିଓ ତେବେ ଆପଣ ମାନେ ଜାଣିଥିବେ କି ମୁକ୍ତି ର ଏକମାତ୍ର ମାର୍ଗ ହେଉଛି ଭଗବାନ ଙ୍କ ନାମ ଉଚ୍ଚାରଣ। ତେବେ କୁହା ଯାଇଥାଏ କି କଳିଯୁଗରେ ହରିନାମ ସଙ୍କୀର୍ତ୍ତନ ହିଁ ମନୁଷ୍ୟ ପାଇଁ ମୁକ୍ତିଲାଭର ଏକ ମାତ୍ର ପଥ।ଯେଉଁଠାରେ ନାମ ସଙ୍କୀର୍ତ୍ତନ ହୁଏ, କୀର୍ତ୍ତନ ଧ୍ୱନିରେ ପାପ କ୍ଷୟ ହୁଏ ଏବଂ ଶ୍ରୋତା ତଥା ଗାୟକମାନଙ୍କ ତଳ ଓ ଉପର ସାତପୁରୁଷ ଉଦ୍ଧାର ପଆନ୍ତି ।

ତେବେ ଭାଇରାଲ ହେଉଥିବା ଏହି ଭିଡିଓ ରେ ଦେଖିବାକୁ ମିଳୁଛି ଯୁବତୀ ମାନେ ସଙ୍କୀର୍ତ୍ତନ କରୁଛନ୍ତି। ଖୋଳ, କରତାଳ ଓ ନୃତ୍ୟ ସହିତ ଯୁବତୀ ମାନେ ଖୁବ୍ ସୁନ୍ଦର୍ ଭାବେ ସଙ୍କୀର୍ତ୍ତନ ବୋଲୁ ଥିବାର ଶୁଣିବାକୁ ମିଳୁଛି। ଯାହାକି ଏବେ ସୋସିଆଲ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ କୁ ସମସ୍ତେ ଖୁବ୍ ପସନ୍ଦ କରୁଥିବା ବେଳେ ଯୁବତୀ ମାନଙ୍କ ଏଭଳି ଚମତ୍କାର ନୃତ୍ୟ ପରିବେଷଣ ଏବେ ସଂକୀର୍ତ୍ତନ କୁ ପ୍ରଶଂସା କରିଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Comment