ଆଜିର ଦିନରେ ସୋସିଆଲ ମିଡ଼ିଆ ସମଂସ୍ତକ ପାଇଁ ଖୁବ୍ ଜରୁରୀ ହୋଇ ପଡ଼ିଛି। ଏହି ଇଣ୍ଟରନେଟ୍ ଯୁଗରେ ଲୋକମାନେ ସବୁ କିଛି ଏହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି। ଏମିତି କି କେଉଁଠି କେତେବେଳେ କେଉଁ ଘଟଣା ଘଟି ଚାଲିଛି ତାହା କେବଳ କିଛି ସେକେଣ୍ଡ ମଧ୍ୟରେ ସୋସିଆଲ ମିଡ଼ିଆ ମାଧ୍ୟମରେ ଜାଣିବା ସମ୍ଭବ ହୋଇ ପାରୁଛି।
ତେବେ ଏହି ସୋସିଆଲ ମିଡ଼ିଆ ମାଧ୍ୟମରେ ବହୁତ୍ ଜିନିଷ ଭାଇରାଲ ମଧ୍ୟ ହେଉଛି। କେତେବେଳେ ଏହି ସବୁ ଜିନିଷକୁ ଲୋକେ ଭଲ ଦୃଷ୍ଟିରେ ନେଉଛନ୍ତି ତ ଆଉ କେତେବେଳେ ଏହି ଲୋକ ମାନେ ଜାଣିଶୁଣି ଖରାପ୍ ରେ ନେଉଛନ୍ତି। ଆଉ କେତେବେଳେ ଏହି ଭାଇରାଲ ଭିଡ଼ିଓ ହିଁ ଲୋକ ମାନଙ୍କ ମନୋରଞ୍ଜନର ଖୋରାକ ମଧ୍ୟ ଯୋଗାଉଛି।
ଆଉ ଏହାରି ଭିତରେ ସୋସିଆଲ ମିଡ଼ିଆରେ ଅଭିନେତା ଅଭିନେତ୍ରୀ ମାନଙ୍କୁ ନେଇ ବହୁତ୍ ଭିଡିଓ ଭାଇରାଲ ହେବାରେ ଲାଗିଛି।ତେବେ ଆପଣମାନେ ଓଡ଼ିଆ ସିନେମା ଦେଖିବା ପାଇଁ ଖୁବ୍ ଭଲ ପାଉ ଥିବେ। ଏବଂ ଏହି ସିନେମା ଇଣ୍ଡଷ୍ଟ୍ରିରେ କାମ କରୁଥିବା ସବୁ ଅଭିନେତ୍ରୀ ଓ ଅଭିନେତା ମାନଙ୍କୁ ଖୁବ୍ ଭଲ ଭାବରେ ଜାଣି ଥିବେ।ସେମାନଙ୍କ ରିଲ ଲାଇଫ ଓ ସେମାନଙ୍କ ରିଅଲ ଲାଇଫ କଣ ସବୁ ଘଟଣା ଘଟି ଯାଉଛି ତାହା ଜାଣିବା ପାଇଁ ଅନେକ ଦର୍ଶକ ଖୁବ୍ ଆଗ୍ରହ ପ୍ରକାଶ କରିଥାନ୍ତି। ତେବେ ଆଜି ଆମେ ଆପଣଙ୍କୁ ସେମିତି ଏକ ଲୋକପ୍ରିୟ ଅଭିନେତାଙ୍କ ବାବଦରେ ଆପଣ ମାନଙ୍କୁ କହିବା ପାଇଁ ଯାଉଛୁ ଯାହା ଆପଣଙ୍କୁ ଖୁବ୍ ପସନ୍ଦ ଆସିବ।
ତେବେ ଆପଣ ମାନେ ଓଡ଼ିଆ ସିନେମା ଜଗତରେ ଚର୍ଚ୍ଚିତ ଅଭିନେତା ବାବୁଶାନ୍ ମହାନ୍ତିଙ୍କ ତ ଆପଣ ବେଶ୍ ଭଲ ଭାବରେ ଜାଣିଥିବେ। ସାରା ଓଡିଶାର ଦର୍ଶକ ମାନଙ୍କ ହୃଦୟରେ ରାଜ୍ କରୁଛନ୍ତି ବାବୁଶାନ। ଆକ୍ଟିଙ୍ଗ ହେଉ କି ଡାନ୍ସ କମେଡି ହେଉ କି ଗୀତ ସବୁ କ୍ଷେତ୍ରରେ ସଫଳ ବାବୁଶାନ। ନିଜର ବ୍ୟକ୍ତିଗତ ଜୀବନରେ ବି ବେଶ ଚର୍ଚ୍ଚିତ ବାବୁଶାନ। ନିକଟରେ ବାବୁଶାନଙ୍କ ସିନେମା ଦମନ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏମିତି କି ଫ୍ଲିମ ଦମନ୍ ର ହିନ୍ଦୀ ଭାଷାରେ ମଧ୍ୟ ରିଲିଜ୍ ହୋଇ ସାରିଛି।
ତେବେ ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ବାବୁଶାନ୍ଙ୍କ କିଛି ଫୋଟ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଠି ସେ ତାଙ୍କ କୁନି ପୁଅ ସହିତ ମଜା ମସ୍ତି କରୁଥିବାର ନଜର ଆସୁଛନ୍ତି। ବାବୁଶାନଙ୍କ ପୁଅ ଗ୍ବାନ୍ ମଧ୍ୟ ବାପା ଓ ଜେଜେମା ଅଭିନେତ୍ରୀ ଅପରାଜିତାଙ୍କ ସହିତ ମସ୍ତି କରୁଥିବାର ନଜର ଆସିଛନ୍ତି ଆଉ ଷ୍ଟାର ପରିବାରର ଏହି ମଜାମସ୍ତିକୁ ଫ୍ୟାନସ୍ ମାନେ ମଧ୍ୟ ଖୁବ୍ ପସନ୍ଦ କରୁଛନ୍ତି। ଆଉ ଏହା ସହିତ ଖୁବ୍ ସୁନ୍ଦର୍ ସୁନ୍ଦର୍ ପ୍ରତିକ୍ରିୟା ମଧ୍ୟ ରଖିଛନ୍ତି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।