ବର୍ତ୍ତମାନ ପ୍ରତିଦିନ ସମାଜରେ କିଛି ନ କିଛି ତଥ୍ୟ ଶୁଣିବାକୁ ମିଳୁଛି। ସମାଜରେ ଅନ୍ୟାୟ, ଅନୀତି ଓ ଅତ୍ୟାଚାର ଖୁବ ଜୋରରେ ବଢ଼ି ବଢ଼ି ଚାଲିଛି। ଚୋରି, ଡକାୟତ, ମାରପିଟ ଓ ହତ୍ୟା ଭଳି ଘଟଣା ସମାଜରେ ବହୁ ମାତ୍ରାରେ ବଢ଼ି ଚାଲିଛି। ସମାଜରେ ଲୋକ ମାନେ ଅନ୍ୟାୟ କାର୍ଯ୍ୟ କରିବାକୁ ପଛାଉ ନାହାନ୍ତି। ସବୁବେଳେ କିଛି ନା କିଛି ଘଟଣା ଓ ଦୁର୍ଘଟଣା କରି ଚାଲିଥିବେ। ସମାଜରେ ଲୋକ ମାନେ ନୃଶଂସ ପାଲଟି ଯାଉଛନ୍ତି ଓ ମନରେ ଭୟ ମଧ୍ୟ ରଖୁ ନାହାନ୍ତି ଏବଂ ଏଥି ସହ କାହାରିକୁ ମଧ୍ୟ ଖାତିର କରୁ ନାହାନ୍ତି| ସେମାନେ ଆଇନକୁ ମଧ୍ୟ ଖାତିର କରୁ ନାହାନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ ଏଭଳି ଘଟଣା ଦେଖିବାକୁ ମିଳିଥାଏ।
ତେବେ ବନ୍ଧୁଗଣ ବର୍ତ୍ତମାନ ସମୟରେ ଏଭଳି ଘଟଣା ଦେଖିବା ପାଇଁ ମିଳିଛି, ଆମେ ଆପଣ ମାନଙ୍କୁ ଏହି ଘଟଣା ବିଷୟରେ ଜଣାଇବୁ, ଯାହାକି ଆପଣ ମାନେ ଶୁଣିଲେ ଚକିତ ହୋଇ ଯିବା ସଙ୍ଗେ ସଙ୍ଗେ ବହୁତ ଝଟକା ମଧ୍ୟ ଅନୁଭବ କରିବେ। ତେବେ ଘଟଣାଟି ହେଉଛି, ACF ସୌମ୍ୟ ରଞ୍ଜନଙ୍କ ମୃତ୍ୟ ଘଟଣାକୁ ନେଇ ତାଙ୍କ ପତ୍ନୀ ବିଦ୍ୟା ଭାରତୀଙ୍କୁ ଜେରା କରା ଯିବ ବୋଲି ସୂଚନା ମିଳିଛି। ତେବେ ଏଭଳି ଘଟଣା ସୋସିଆଲ ମିଡିଆରେ ଖୁବ ଜୋରରେ ଭାଇରଲ ହେବାରେ ଲାଗିଛି। ଆସନ୍ତୁ ସମ୍ପୂର୍ଣ ଖବର ଉପରେ ନଜର ପକାଇବା;
ସୂଚନା ଅନୁସାରେ, ACF ସୌମ୍ୟ ରଞ୍ଜନଙ୍କ ମୃତ୍ୟୁକୁ ନେଇ ପ୍ରତିଦିନ କିଛି ନା କିଛି ତଥ୍ୟ ଶୁଣିବାକୁ ମିଳୁଛି। ତାଙ୍କ ମୃତ୍ୟୁ ମାମଲାରେ ଯେଉଁ ମାନେ ଉପସ୍ଥିତ ଥିଲେ ତାଙ୍କୁ କ୍ରାଇମବ୍ରାଞ୍ଚ ଟିମ ଜଣକ ପରେ ଜଣକୁ ଜେରା କରି ଚାଲିଛି ଓ ତାର ରହସ୍ୟ ମଧ୍ୟ ଖୋଜି ଚାଲିଛି। DFO ସଂଗ୍ରାମ କେଶରୀଙ୍କୁ 3 ଘଣ୍ଟା ଧରି ଜେରା କରା ଯାଇଛି। ସେ ମିଛ କଥା କହିବାରୁ ତାଙ୍କୁ ସନ୍ଦେହ କରା ଯାଇଛି ,ଆବଶ୍ୟକ ପଡ଼ିଲେ ଆଉ ଥରେ ମଧ୍ୟ ଜେରା କରାଯିବ ଓ ଏଥି ସହିତ ଡିଟେକ୍ସନ ଟେଷ୍ଟ ବି ମଧ୍ୟ ହୋଇପାରେ ବୋଲି କ୍ରାଇମବ୍ରାଞ୍ଚ DSP କହିଛନ୍ତି।
ତେବେ DFO ଙ୍କ ପରେ କାହାକୁ ଜେରା କରା ଯିବ ବୋଲି କ୍ରାଇମବ୍ରାଞ୍ଚ ଟିମ ଚିନ୍ତାରେ ରହିଛନ୍ତି। ତାଙ୍କ ସ୍ତ୍ରୀ ବିଦ୍ୟା ଭରତୀଙ୍କୁ ବର୍ତ୍ତମାନ ସନ୍ଦେହ କରା ଯାଇଛି। ସେ କହିଛନ୍ତି ଯେ DFO ଙ୍କ ପରେ ବର୍ତ୍ତମାନ ତାଙ୍କ ସ୍ତ୍ରୀ ବିଦ୍ୟା ଭାରତୀଙ୍କ ଜେରା କରା ଯିବ ବୋଲି କ୍ରାଇମବ୍ରାଞ୍ଚ କହିଛନ୍ତି। ତାଙ୍କ ପରିବାର ଲୋକ ମନେ ତାଙ୍କ ମୃତ ପୁଅକୁ ନ୍ୟାୟ ଦେବା ପାଇଁ ଅନୁରୋଧ କରୁଛନ୍ତି।ଏଭଳି ଘଟଣା ସୋସିଆଲ ମିଡିଆରେ ବର୍ତ୍ତମାନ ନିଆଁ ଭଳି ଭାଇରଲ ହେବାରେ ଲାଗିଛି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।