ସାଧାରଣତଃ ଆପଣ ମାନେ ଜାଣିଥିବେ ଜଣେ ସାଧାରଣ ମଣିଷ ଠାରୁ ସେଲିବ୍ରେଟିଙ୍କ ଜୀବନ ଶୈଳୀ ସମ୍ପୂର୍ଣ ରୂପେ ଅଲଗା ହୋଇଥାଏ। ସେଲିବ୍ରେଟି ମାନଙ୍କର ସେମାନଙ୍କ ଦୈନ୍ୟ ଦିନ ଜୀବନରେ କଣ ଚାଲିଛି ତାହା ଜାଣିବା ପାଇଁ ସେମାନଙ୍କ ଫ୍ୟାନମାନେ ଜାଗ୍ରତ ହୋଇ ରହି ଥାଆନ୍ତି। କଳା ଜଗତରେ ତୋ ଅନେକ କଳାକାର ଅଭିନୟ କରିଥାନ୍ତି, ଯେଉଁ କଳାକାରଙ୍କର ନିଜର ଅଭିନୟ ଦର୍ଶକଙ୍କୁ ଭଲ ଲାଗିଲା, ଦର୍ଶକ ମାନେ ସେହି କଳାକାରଙ୍କୁ ଭଲ ପାଇଥାନ୍ତି ଏବଂ ତାଙ୍କର ଫ୍ୟାନ ହୋଇ ଯାଆନ୍ତି। ଦର୍ଶକମାନେ ନିଜର ପସନ୍ଦିତା ଅଭିନେତା ଓ ଅଭିନେତ୍ରୀ ଜୀବନରେ କଣ ଘଟୁଛି, ତାହା ଜାଣିବା ପାଇଁ ଦର୍ଶକ ମାନଙ୍କ ମନ ମଧ୍ୟରେ ସବୁବେଳେ କୌତୁହଳ ପ୍ରକାଶ କରି ଥାଆନ୍ତି। ତେବେ ବନ୍ଧୁଗଣ ଅଭିନେତ୍ରୀ ଛନ୍ଦିତା ଏକ ମଲରେ ନାଚୁ ଥିବାର ଦେଖିବାକୁ ମିଳିଛି। ତେବେ ଆସନ୍ତୁ ଖବର ଉପରେ ନଜର ପକାଇବା;
ସୂଚନା ଅନୁସାରେ, ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଅଭିନେତ୍ରୀ ଛନ୍ଦିତାଙ୍କୁ ଆପଣ ମାନେ ଭଲ ଭାବରେ ଜାଣିଥିବେ, ସେ ଓଲ୍ଲୀଉଡ଼ ଜଗତର ଅଭିନେତ୍ରୀ ଭାବରେ ବେଶ ପରିଚିତ ଅଟନ୍ତି। ସେ ଅନେକ ଗୁଡିଏ ମେଗା ସିରିଏଲରେ ଅଭିନୟ କରିବା ସହିତ କେତେ ଗୁଡିଏ ଯାତ୍ରାରେ ମଧ୍ୟ ଅଭିନୟ କରିଛନ୍ତି। ସେ ଏଥି ସହିତ ଭଲ ୟାକରିଙ୍ଗ ବି କରି ଥାଆନ୍ତି। ତାଙ୍କ ଅଭିନୟ ଶୈଳୀ ନିଆରା ପ୍ରକାର ଅଟେ ଓ ତାଙ୍କ ଅଭିନୟ ଦ୍ୱାରା ସେ ସାରା ଓଡିଶାରେ ଘରେ ଘରେ ପରିଚିତ ହୋଇ ପାରିଛନ୍ତି। ତାଙ୍କ ଅଭିନୟରେ ଏକ ଯାଦୁ ରହିଛି ଯେ କୌଣସି ବ୍ୟକ୍ତି ତାଙ୍କ ଅଭିନୟ ଦେଖିଲେ ସଙ୍ଗେ ସଙ୍ଗେ ସେ ତାଙ୍କ ମନ କିଣି ନେଇ ଯାଇ ଥାଆନ୍ତି।
ଏଥି ସହିତ ସେମାନଙ୍କ ମନରେ ଘର କରି ମଧ୍ୟ ରହିଛନ୍ତି ଓ ସେ ଭଲ ଅଭିନେତ୍ରୀ ଭାବରେ ଦର୍ଶକ ମାନେ ତାଙ୍କୁ ଜାଣିଛନ୍ତି। ତେବେ ସାରା ଓଡ଼ିଶାର ଲୋକ ମାନେ ତାଙ୍କୁ ବହୁତ ଭଲ ପାଇବା ଦେଇଛନ୍ତି। ଦର୍ଶକ ମାନେ ତାଙ୍କୁ ପସନ୍ଦ କରିବା ସହିତ ତାଙ୍କ ଅଭିନୟକୁ ମଧ୍ୟ ବହୁତ ପସନ୍ଦ କରି ଥାଆନ୍ତି। ତାଙ୍କର ସୁନ୍ଦର ଅଭିନୟ ଦ୍ୱାରା ଦର୍ଶକ ମାନେ ତାଙ୍କୁ ପ୍ରଶଂସା କରିବା ସହିତ ସେ ସବୁବେଳେ ଚର୍ଚ୍ଚାରେ ମଧ୍ୟ ରହି ଥାଆନ୍ତି। ସେ ଭଲ ଅଭିନେତ୍ରୀ ଭାବରେ ଆଗକୁ ପାଦ ଥାପିଛନ୍ତି।
View this post on Instagram
ସେ ସବୁବେଳେ ଭଲ ଅଭିନୟ କରି ଦର୍ଶକ ମାନଙ୍କ ନିକଟରେ ପହଞ୍ଚେଇବା ପାଇଁ ଚେଷ୍ଟା କରି ଥାଆନ୍ତି। କିନ୍ତୁ ସେ ବର୍ତ୍ତମାନ ଏକ ସପିଙ୍ଗ ମଲକୁ ଜିନିଷ କିଣିବା ପାଇଁ ଯାଇଛନ୍ତି। ଜିନିଷ କିଣିବା ସମୟରେ ସେଠାରେ ସେ ନାଚୁ ଥିବାର ଦେଖିବାକୁ ମିଳିଛି। ସେ ବହୁତ ସୁନ୍ଦର ଭାବରେ ତାଙ୍କ ସାଙ୍ଗ ସାଥି ମାନଙ୍କ ସହିତ ମିଶି ନାଚୁଛନ୍ତି ଓ ସେ ମଲରେ ସାଥି ମାନଙ୍କ ସହ ମିଶି ବହୁତ ମଜା ମସ୍ତି ମଧ୍ୟ କରୁଛନ୍ତି। ଏଥି ସହିତ ନାଚକୁ ବହୁତ ଉପଭୋଗ କରୁଛନ୍ତି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।